ଅନ୍ତର୍ଜାତୀୟଜାତୀୟସ୍ୱାସ୍ଥ୍ୟ

କାଠମାଣ୍ଡୁରେ ଭୂମିକମ୍ପ ରିକ୍ଟର ସ୍କେଲରେ ତୀବ୍ରତା ୫.୫

କାଠମାଣ୍ଡୁ, ୩୧/୦୭/୨୦୨୨- ରବିବାର ସକାଳ ୭ଟା ୫୮  ସମୟରେ ନେପାଳର କାଠମାଣ୍ଡୁରେ ଭୂମିକମ୍ପ ଅନୁଭୂତ ହୋଇଛି । ଭୂମିକମ୍ପର କେନ୍ଦ୍ର ନେପାଳର ରାଜଧାନୀ କାଠମାଣ୍ଡୁର ଦକ୍ଷିଣ-ପୂର୍ବରେ ୧୪୭ କିଲୋମିଟର ଦୂରରେ ସୃଷ୍ଟି ହୋଇଥିବା ଜଣାପଡିଛି । ନ୍ୟାସନାଲ ସେଣ୍ଟର ଫର ସିସ୍ମୋଲୋଜି ଅନୁଯାୟୀ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୫ ରହିଛି । ନେପାଳ ସୀମାବର୍ତ୍ତୀ ବିହାରର ମଧୁବନୀ, ସମସ୍ତିପୁର, ଅରରିୟା, କଟିହାର, ସୀତାମଢି ଆଦି ଅଞ୍ଚଳରେ ମଧ୍ୟ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି । ଏସବୁ ଅଞ୍ଚଳରେ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୩ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com