ଅନ୍ୟାନ୍ୟ

ବ୍ୟାଡମିଣ୍ଟନ ପୁରୁଷ ଡବଲ୍ସରେ ଭାରତକୁ ସ୍ୱର୍ଣ୍ଣ

ବର୍ମିଂହମ୍‌ , ୦୮/୦୮/୨୦୨୨- ରାଜ୍ୟଗୋଷ୍ଠୀ ବ୍ୟାଡମିଣ୍ଟନ ପୁରୁଷ ଡବଲ୍ସରେ ଭାରତକୁ ସ୍ୱର୍ଣ୍ଣ । ସାତ୍ୱିକ ସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀଙ୍କ ଯୋଡି ଫାଇନାଲରେ ଇଂଲଣ୍ଡର ଲେନ ବେନ ଓ ସିନ ମେଣ୍ଡିଙ୍କୁ ୨୧-୧୫, ୨୧-୧୩ରେ ହରାଇ ପଦକ  ହାସଲ କରିଥିଲେ । ମଙ୍ଗଳବାର ଗୋଟିଏ ଦିନରେ ଭାରତ ମୋଟ ୪ଟି ସ୍ୱର୍ଣ୍ଣ ପଦକ ହାସଲ କରିଛି । ଏବେ ଯାଏଁ ଭାରତ ୬୦ ପଦକ ପାଇ ସାରିଲାଣି । ସେଥିରେ ୨୨ଟି ସ୍ୱର୍ଣ୍ଣ, ୧୫ଟି ରୌପ୍ୟ ଓ ୨୩ଟି ବ୍ରୋଞ୍ଜ ପଦକ ରହିଛି । ଏହାସହ ଟେବୁଲ ତାଲିକାରେ ଭାରତ ଏବେ ଚତୁର୍ଥ ସ୍ଥାନରେ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com