ଜୀବନଶୈଳୀ

ରାଜ୍ୟଗୋଷ୍ଠୀ କ୍ରୀଡାରେ ସ୍ୱର୍ଣ୍ଣ ପଦକ ଜିତିଲେ ପି.ଭି. ସିନ୍ଧୁ  

ବର୍ମିଂହାମ, ୦୮/୦୮/୨୦୨୨-  ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ମିଳିଲା ଆଉ ଏକ ସ୍ୱର୍ଣ୍ଣ ପଦକ । ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ  ମହିଳା ସିଙ୍ଗଲ୍ସ ଫାଇନାଲରେ କାନାଡାର ଏମ୍. ଲିଙ୍କୁ ୨୧-୧୫, ୨୧-୧୩ ସେଟରେ ହରାଇ ଏହି ପଦକ ହାତେଇଛନ୍ତି  । ସିନ୍ଧୁଙ୍କ ବିଜୟ ସହ ଭାରତର ସ୍ୱର୍ଣ୍ଣ ପଦକ ସଂଖ୍ୟା ୧୯କୁ ବୃଦ୍ଧି ପାଇଛି । ଏହା ସହ ରାଜ୍ୟଗୋଷ୍ଠୀ କ୍ରୀଡାରେ ମଧ୍ୟ ସିନ୍ଧୁ ପ୍ରଥମ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com