ବାଣିଜ୍ୟ

୯ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ନବୀନ

 ଭୁବନେଶ୍ୱର, ୧୦/୦୮/୨୦୨୨-  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅପାରଗ ଓ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ୯ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ଏହି ତାଲିକାରେ ଜଣେ କନିଷ୍ଠ ଯନ୍ତ୍ରୀ, ଜଣେ ସୁପରିଟେଣ୍ଡିଙ୍ଗ ଯନ୍ତ୍ରୀ, ୨ ଜଣ ଏକଜିକ୍ୟୁଟିଭ୍ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଡ ଇଞ୍ଜିନିୟର, ଜଣେ ଓଏଏସ ଅଧିକାରୀ, ଜଣେ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀଏବଂ ଜଣେ ସାମାଜିକ ଶିକ୍ଷା ଅଧିକାରୀ ରହିଛନ୍ତି । ପୂର୍ବରୁ ୧୬୪ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବାବେଳେ ଏମାନଙ୍କୁ ମିଶାଇ ଏହି ସଂଖ୍ୟା ୧୭୩ରେ ପହଁଂଚିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com