ଓଡ଼ିଶା

ଚଳିତ ବର୍ଷ ସ୍ୱାଭାବିକଠାରୁ ଓଡ଼ିଶାରେ ହେବ କମ୍‌ ବର୍ଷା

ଚଳିତ ବର୍ଷ ସ୍ୱାଭାବିକଠାରୁ ଓଡ଼ିଶାରେ ହେବ କମ୍‌ ବର୍ଷା । ଓଡ଼ିଶା ସହ ବିହାର, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମଧ୍ୟ କମ୍‌ ବର୍ଷା ଯୋଗୁଁ ପ୍ରଭାବିତ ହେବ। ପାଣିପାଗ ଏଜେନ୍ସି ସ୍କାଏମେଟ୍‌ କରିଛି ଏପରି ପୂର୍ବାନୁମାନ।

ଚଳିତ ବର୍ଷ ଦେଶର ୨୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ସ୍ୱାଭାବିକ ବର୍ଷା ହେବ। ୮ଟି ରାଜ୍ୟ ଆସାମ, ଅରୁଣାଚଳ ପ୍ରଦେଶ, ମଣିପୁର, ମେଘାଳୟ, ମିଜୋରାମ, ନାଗାଲାଣ୍ଡ, ତ୍ରିପୁରା ଓ ସିକ୍କିମ୍‌ରେ ଜୁନ୍‌ ଓ ଜୁଲାଇରେ କମ୍‌ ବର୍ଷା ହେବ।

Related Articles

Back to top button
WP Twitter Auto Publish Powered By : XYZScripts.com