ଓଡ଼ିଶା

ନୂଆ PCC ସଭାପତି ଶରତ ପଟ୍ଟନାୟକ, ମୋହର ମାରିଲା AICC

ଭୁବନେଶ୍ୱର: ରାଜ୍ୟ କଂଗ୍ରେସକୁ ମିଳିଲା ନୂଆ ମୁଖିଆ  । ନୂତନ ଭାବେ ପିସିସି ସଭାପତି ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ଶରତ ପଟ୍ଟନାୟକ  । AICC ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫାକୁ ଗ୍ରହଣ କରିଛି  । ଏଥିସହିତ ପୂର୍ବତନ ମନ୍ତ୍ରୀ ତଥା ଓଡିଶା କଂଗ୍ରେସର ବରିଷ୍ଠ ନେତା ଶରତ ପଟ୍ଟନାୟକଙ୍କୁ AICC ଦଳର ସଭାପତି ଭାବେ ଘୋଷଣା କରିଛି  ।

ଶରତ ପଟ୍ଟନାୟକ ବଲାଙ୍ଗୀରରୁ ଦୁଇ ଦୁଇଥର ସାଂସଦ ଭାବେ ନିର୍ବାଚିତ ହୋଇ ପ୍ରତିନିଧିତ୍ୱ କରିଛନ୍ତି  । ଏଥି ସହତି ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ପିସିସି ସଭାପତି ଭାବେ ଦାୟିତ୍ୱ ନିର୍ବାହ କରିଛନ୍ତି ଶରତ ପଟ୍ଟନାୟକ  ।

Related Articles

Back to top button
WP Twitter Auto Publish Powered By : XYZScripts.com