ଜାତୀୟ

ଇଡିର ଚଢ଼ଉ ପରେ ଆପରୁ ଇସ୍ତଫା ଦେଲେ ମନ୍ତ୍ରୀ ରାଜକୁମାର ଆନନ୍ଦ

ଇଡିର ଚଢ଼ଉ ପରେ ଆପରୁ ଇସ୍ତଫା ଦେଲେ ମନ୍ତ୍ରୀ ରାଜକୁମାର ଆନନ୍ଦ। ରାଜକୁମାର ଆନନ୍ଦ ଦିଲ୍ଲୀ ସରକାରରେ ସାମାଜିକ କଲ୍ୟାଣ ମନ୍ତ୍ରୀ ପଦରେ ଥିଲେ।

ନିକଟରେ ରାଜକୁମାର ଆନନ୍ଦଙ୍କ ଘରେ ଇଡି ଚଢ଼ଉ କରିଥିଲା। ବର୍ତ୍ତମାନ ସେ ଉଭୟ ଆମ୍ ଆଦମୀ ପାର୍ଟି ଏବଂ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି।୨୦୨୦ମସିହାରେ ରାଜକୁମାର ଆନନ୍ଦ ଆମ୍ ଆଦମୀ ପାର୍ଟି ଟିକେଟରେ ପଟେଲ ନଗରରୁ ବିଧାୟକ ହୋଇଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com