ଓଡ଼ିଶା

ଆଜି ରାଜ୍ୟରେ ଘଡଘଡି ସହ ବର୍ଷା : ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆଜି ଉପକୂଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା । ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁମାନ କରିଛି । ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୧୩ଟି ଜିଲ୍ଲାରେ ଝଡ଼ ବର୍ଷା ହେବ । ଏହି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com