ଓଡ଼ିଶା

ଚଳିତ ମାସ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତଦୁଇ ପରୀକ୍ଷାର ଫଳାଫଳ

ଚଳିତ ମାସ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତଦୁଇ ପରୀକ୍ଷାର ଫଳାଫଳ । କେଉଁ ତାରିଖରେ ରେଜଲ୍ଟ ପ୍ରକାଶ ପାଇବ ସେନେଇ କିଛି ନିଷ୍ପତ୍ତି ହୋଇନଥିଲେ ହେଁ ଏକ ସମୟରେ କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଫଳାଫଳ ଜାରି କରାଯିବ ବୋଲି ଜଣାପଡ଼ିଛି ।

ମେ ୧୫ ତାରିଖ ସୁଦ୍ଧା ଫଳାଫଳ ପ୍ରକାଶ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୋଜନା କରାଯାଇଥିଲେ ହେଁ ତାହା ସଫଳ ହୋଇ ପାରି ନାହିଁ ।

Related Articles

Back to top button
WP Twitter Auto Publish Powered By : XYZScripts.com