ଓଡ଼ିଶା

ମାଆ ସମଲେଇଙ୍କ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା ଲାଗି ସମ୍ବଲପୁରରେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ

ସମ୍ବଲପୁର, ୨୫/୦୮/୨୦୨୨-     ପଶ୍ଚିମ ଓଡିଶାର ମାଆ ସମଲେଇଙ୍କ ପୀଠର ବିକାଶ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବା ଲାଗି ସମ୍ବଲପୁରରେ ପହଞ୍ଚିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ୫-ଟି ସଚିବ ଭି.କେ ପାଣ୍ଡିଆନ୍ । ୨୦୨୩ ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରକଳ୍ପକୁ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ରିଂ ରୋଡଠାରୁ ଆରମ୍ଭ କରି ନୂତନ ମନ୍ଦିର ବେଢା ନିର୍ମାଣ, ସୁଇମିଂ ପୁଲ, ପାର୍କିଂସ୍ଥଳୀ ଓ ମନ୍ଦିର ଚାରିପାଖକୁ ସୌନ୍ଦର୍ଯ୍ୟକରଣ କରାଯାଉଛି । ସେହିପରି ପ୍ରଭାବିତ ହେବାକୁ ଥିବା ଜନବସତିକୁ ସ୍ଥାନାନ୍ତରଣ କରି ଦୁର୍ଗାପାଲିଠାରେ ଏକ କଲୋନୀରେ ଅବସ୍ଥାପିତ କରାଯିବାର ବ୍ୟବସ୍ଥା ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com