Featuredଓଡ଼ିଶା

ରାଷ୍ଟ୍ରୀୟ ସମ୍ମାନ ସହ ସ୍ବର୍ଗତ ଉମେଶ କରଙ୍କ ଶେଷକୃତ୍ୟ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକପ୍ରିୟ ତବଲା ବାଦକ ଡଃ ଉମେଶ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ କରଙ୍କୁ ଜଣେ ମହାନ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି। ତାଙ୍କ ବିୟୋଗ ରାଜ୍ୟର କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି ।

ରାଷ୍ଟ୍ରୀୟ ସମ୍ମାନ ସହ ସ୍ବର୍ଗତ କରଙ୍କ ଶେଷକୃତ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

 

Related Articles

Back to top button
WP Twitter Auto Publish Powered By : XYZScripts.com