ଜାତୀୟ

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଇଣ୍ଡିଆ ଆଲାଇନ୍ସର ସଂଯୋଜକ ହୋଇପାରନ୍ତି

ଇଣ୍ଡିଆ ଗଠବନ୍ଧନକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ସୂଚନାନୁସାରେ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଇଣ୍ଡିଆ ଆଲାଇନ୍ସର ସଂଯୋଜକ ହୋଇପାରନ୍ତି।ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

ବାସ୍ତବରେ, ଦିଲ୍ଲୀର ଜେଡିୟୁ ରାଷ୍ଟ୍ରୀୟ ପରିଷଦରେ ମୁଖ୍ୟମନ୍ତ୍ରୀ ନୀତୀଶ କଂଗ୍ରେସ ଉପରେ ଅସନ୍ତୋଷ ବ୍ୟକ୍ତ କରିଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com