ଅନ୍ୟାନ୍ୟ

ଲଘୁଚାପ ପ୍ରଭାବରେ ଆଜିଠୁ ପୁଣି ବର୍ଷା, ୧୧ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱେର, ୧୦.୦୯. ୨୦୨୨– ଶନିବାର ଠାରୁ ଲଘୁଚାପ  ପ୍ରଭାବରେ ବଢ଼ିବ ବର୍ଷା । ତେବେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ସଂସ୍ଥା। ଆଜି ପାଇଁ ୧୧ଟି ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ୧୦ ଜିଲ୍ଲା ହେଉଛି ସୋନପୁର, ବଲାଙ୍ଗିର, ବୌଦ୍ଧ, ନୂଆପଡ଼ା, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ପୁରୀ ଓ ଜଗତସିଂହପୁର । ଏସବୁ ଜିଲ୍ଲା ୨୦୨୨ଗୁଡିକର ଜିଲ୍ଲାପାଳ ମାନଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

 

Related Articles

Back to top button
WP Twitter Auto Publish Powered By : XYZScripts.com