ଜାତୀୟ

ବିଶିଷ୍ଟ କବି ଆଶୁତୋଷ ପରିଡା ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ବିଶିଷ୍ଟ କବି ଆଶୁତୋଷ ପରିଡା ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର । କବିତା ସଂକଳନ ‘ଅପ୍ରସ୍ତୁତ ମୃତ୍ୟୁ’ ପାଇଁ ଆଶୁତୋଷ ପରିଡାଙ୍କୁ ମିଳିବ ସମ୍ମାନ ।

୨୦୨୩ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା ହୋଇଛି । ୨୪ ଟି ଭାରତୀୟ ଭାଷା ପାଇଁ ପୁରସ୍କାର ଘୋଷିତ ହୋଇଛି । କବିତା ସଂକଳନ ‘ଅପ୍ରସ୍ତୁତ ମୃତ୍ୟୁ’ ପାଇଁ ଆଶୁତୋଷ ପାଇବେ ପୁରସ୍କାର। ଆସନ୍ତା ମାର୍ଚ୍ଚ ୧୨ରେ ନୂଆଦିଲ୍ଲୀରେ ଏକ ସ୍ବତନ୍ତ୍ର ଉତ୍ସବରେ ସମ୍ମାନିତ ହେବେ ଆଶୁତୋଷ ପରିଡ଼ା ।

Related Articles

Back to top button
WP Twitter Auto Publish Powered By : XYZScripts.com