କ୍ରୀଡ଼ା

ଶ୍ରୀଲଙ୍କାର ଖେଳାଳି ଆଞ୍ଜେଲୋ ମାଥ୍ୟୁସଙ୍କୁ ଟାଇମ୍‌ ଆଉଟ୍‌

୧୪୬ ବର୍ଷର କ୍ରିକେଟ୍‌ ଇତିହାସରେ ପ୍ରଥମଥର ପାଇଁ ଏକ ନୂଆ ଘଟଣା ଘଟିଛି। ବାଂଲାଦେଶ-ଶ୍ରୀଲଙ୍କା ମ୍ୟାଚ ସମୟରେ ଶ୍ରୀଲଙ୍କାର ଖେଳାଳି ଆଞ୍ଜେଲୋ ମାଥ୍ୟୁସଙ୍କୁ ଟାଇମ୍‌ ଆଉଟ୍‌ ଘୋଷଣା କରାଯାଇଥିଲା।

ଆଜି ପର୍ଯ୍ୟନ୍ତ ଅନ୍ତର୍ଜାତୀୟ କ୍ରିକେଟରେ ଏହିପରି ଟାଇମ୍‌ ଆଉଟ୍‌ ଜରିଆରେ କୌଣସି ବ୍ୟାଟ୍ସମ୍ୟାନଙ୍କୁ ପାଭିଲିୟନକୁ ଫେରିବାକୁ ପଡି ନ ଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com