ଅନ୍ୟାନ୍ୟ

ଡାକ୍ତର ଓ ନର୍ସମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପୁରସ୍କାର ପ୍ରଦାନ କରାଯିବ

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉତ୍କର୍ଷ ପାଇଁ ଚଳିତ ବର୍ଷ ଡାକ୍ତର ଓ ନର୍ସମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପୁରସ୍କାର ପ୍ରଦାନ କରାଯିବ। ଏଥିସହ ସେମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସାପତ୍ର ମଧ୍ୟ ଦିଆଯିବ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶାଳିନୀ ପଣ୍ଡିତ ଏନ୍‌ଏଚ୍‌ଏମ୍‌ ଏମ୍‌ଡିଙ୍କୁ ଲେଖିଥିବା ପତ୍ରରେ କହିଛନ୍ତି ଯେ ୨୦୨୦ରୁ ୨୦୨୩ ପର୍ଯ୍ୟନ୍ତ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ଡାକ୍ତର ଏବଂ ନର୍ସମାନଙ୍କୁ ସମ୍ମାନିତ କରାଯିବ। ବିଭିନ୍ନ ବର୍ଗରେ ପୁରସ୍କାର ପ୍ରଦାନ କରାଯିବ।

Related Articles

Back to top button
WP Twitter Auto Publish Powered By : XYZScripts.com