ଓଡ଼ିଶା

କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର ନୂଆ କୂଳପତି ହେଲେ ପ୍ରଫେସର ଚକ୍ରଧର ତ୍ରିପାଠୀ

କୋରାପୁଟ ; ୧୩/୯  କୋରାପୁଟରେ ଥିବା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର ନୂଆ କୂଳପତି ହେଲେ ପ୍ରଫେସର ଚକ୍ରଧର ତ୍ରିପାଠୀ । ପ୍ରଫେସର ଆଇ.ରାମବ୍ରହ୍ମଙ୍କର ଦେହାନ୍ତ ପରେ ଦୀର୍ଘ ବର୍ଷ‌େ ହେଲା ଏହି ପଦବି ଖାଲି ପଡିଥିଲା । ପଶ୍ଚିମବଙ୍ଗର ବିଶ୍ୱ ଭାରତୀ ଓ  ଶାନ୍ତିନିକେତନରେ ପ୍ରଫେସର ଭାବେ କାର୍ଯ୍ୟରତ ପ୍ରଫେସର ତ୍ରିପାଠୀ । ଏହି ବିଶ୍ବବିଦ୍ୟାଳୟର ନୂତନ କୁଳପତି ଭାବେ ଦାୟିତ୍ବ ଗ୍ରହଣ କରିବେ  ୨୦୨୧ ଜୁଲାଇରେ ସ୍ବର୍ଗତ ଆଇ.ରାମବ୍ରହ୍ମଙ୍କ ଦେହାନ୍ତ ପରେ କୋରାପୁଟସ୍ଥିତ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟରେ କୁଳପତି ପଦବି ଖାଲି ପଡିଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com