Featuredଜାତୀୟ

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ

ବିଜାପୁର ଜଙ୍ଗଲରେ ସୁରକ୍ଷାବାହିନୀ ଓ ନକ୍ସଲଙ୍କ ମଧ୍ୟରେ ହୋଇଛି ଗୁଳିବିନିମୟ । ଛତିଶଗଡ଼ରେ ଆଣ୍ଟି ନକ୍ସଲ ଅପରେସନ ଜୋରଦାର ହୋଇଛି । ଏହି ସଂଘର୍ଷରେ ୩ ମାଓବାଦୀ ନିହତ ହୋଇଛନ୍ତି ।  ସିଆରପିଏଫ, ଡିଆରଜି ଓ ଏସଟିଏଫ୍ ଯବାନଙ୍କ ମିଳିତ କମ୍ବିଂ ଅପରେସନ ବେଳେ ଏନକାଉଣ୍ଟରରେ ୩ ନକ୍ସଲ ପ୍ରାଣ ହରାଇଛନ୍ତି । ମିରତୁର୍‌ ଥାନା ଅଧୀନ ବିଜାପୁର ଜଙ୍ଗଲରେ ନକ୍ସଲ ଥିବା ସୂଚନା ମିଳିବା ପରେ ଆରମ୍ଭ ହୋଇଥିଲା ଅପରେସନ ।  ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା ବିଜାପୁର ଏସପି ସୂଚନା ଦେଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com