କ୍ରୀଡ଼ା

ଶ୍ରୀଲଙ୍କା ସରକାର ସମଗ୍ର କ୍ରିକେଟ ବୋର୍ଡକୁ ନିଲମ୍ବିତ କରିଛନ୍ତି

ବିଶ୍ୱକପ ୨୦୨୩ରେ ଶ୍ରୀଲଙ୍କାର ଖରାପ ପ୍ରଦର୍ଶନର ପ୍ରଭାବ ଦୃଶ୍ୟମାନ ହେବାକୁ ଲାଗିଲାଣି। ଶ୍ରୀଲଙ୍କା ସରକାର ସମଗ୍ର କ୍ରିକେଟ ବୋର୍ଡକୁ ନିଲମ୍ବିତ କରିଛନ୍ତି। ଶ୍ରୀଲଙ୍କାର କ୍ରୀଡା ମନ୍ତ୍ରଣାଳୟ ଏହି ସୂଚନା ଦେଇଛି।

ଶ୍ରୀଲଙ୍କା ବର୍ତ୍ତମାନ ପର୍ଯ୍ୟନ୍ତ ବିଶ୍ୱକପରେ ଖେଳାଯାଇଥିବା ୭ ଟି ମ୍ୟାଚ ମଧ୍ୟରୁ ମାତ୍ର ୨ଟି ଜିତିଛି ଏବଂ ଦଳ ସେମିଫାଇନାଲ ପାଇଁ ଦୌଡ଼ରୁ ବାଦ ପଡିଛି। ଗତ ମ୍ୟାଚରେ ଭାରତ ଶ୍ରୀଲଙ୍କାକୁ ୩୦୨ରନ ବ୍ୟବଧାନରେ ପରାସ୍ତ କରିଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com