ଓଡ଼ିଶା

ବିଜେପି ଫୋକସରେ ଓଡ଼ିଶା

ବିଜେପି ଫୋକସରେ ଓଡ଼ିଶା। ବିଜେପିର ହେଭିୱେଟ ନେତା ଏବେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହିକ୍ରମରେ ଓଡିଶା ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ।

ଆସନ୍ତା ୨୨ ତାରିଖରେ ଓଡିଶା ଆସୁଛନ୍ତି ରାଜନାଥ ସିଂ। ୩ଟି ଜିଲ୍ଲା ନବରଙ୍ଗପୁର,ଗଂଜାମ ଓ ମୟୂରଭଂଜରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ। ନବରଙ୍ଗପୁର ଓ ମୟୂରଭଂଜରେ କୋର କମିଟି ବୈଠକରେ ଯୋଗ ଦେବେ। ଗଂଜାମରେ ଆୟୋଜିତ କର୍ମୀ ସମ୍ମିଳନୀରେ ସାମିଲ ହୋଇ ୨୦୨୪ ନିର୍ବାଚନ ରଣନୀତି ବାବଦରେ ସମ୍ବୋଧନ କରିବେ।

Related Articles

Back to top button
WP Twitter Auto Publish Powered By : XYZScripts.com