ଓଡ଼ିଶା

ଆସନ୍ତା ୨୬ ତାରିଖରୁ ଅନୁଷ୍ଠିତ ହେବ ‘ରାଜ୍ୟସ୍ତରୀୟ ଆଦିବାସୀ ମେଳା

ଆସନ୍ତା ୨୬ ତାରିଖରୁ ଅନୁଷ୍ଠିତ ହେବ ‘ରାଜ୍ୟସ୍ତରୀୟ ଆଦିବାସୀ ମେଳା-୨୦୨୪’। ୟୁନିଟ୍‌‌-୧ ଆଦିବାସୀ ପଡ଼ିଆରେ ଅନୁଷ୍ଠିତ ହେବ ଆଦିବାସୀ ମେଳା ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଳାକୁ ଉଦ୍‌‌ଘାଟନ କରିବା ନେଇ କାର୍ଯ୍ୟକ୍ରମ ରହିଛି । ଏଥିସହ ବିଭାଗୀୟ ଅଧିକାରୀମାନେ ସାଙ୍ଗରେ ଉପସ୍ଥିତ ରହିବେ । ପ୍ରସ୍ତୁତି କାର୍ଯ୍ୟ ଶେଷପର୍ଯ୍ୟାୟରେ ପହଞ୍ଚିଛି । ଚଳିତବର୍ଷ ମେଳା ପରିସରରେ ୧୦୭ ଟି ଷ୍ଟଲ୍‌‌ରେ ଜନଜାତିଙ୍କ ବିଭିନ୍ନ କାରିଗରୀ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରଦର୍ଶିତ ଏବଂ ବିକ୍ରିବଟା ପାଇଁ ବ୍ୟବସ୍ଥା ହୋଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com