ଓଡ଼ିଶା

ଭୁବନେଶ୍ୱର ବିମାନବନ୍ଦରରୁ କେଜିଏ ସୁନା ଜବତ

ଭୁବନେଶ୍ୱର ବିମାନବନ୍ଦରରୁ କେଜିଏ ସୁନା ଜବତ । ବିମାନବନ୍ଦରରେ କାର୍ଯ୍ୟରତ କର୍ମଚାରୀଙ୍କ ତତ୍ପରତା ପାଇଁ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କ ଠାରୁ ଏହି ସୁନା ଜବତ କରାଯାଇଛି ।

ବ୍ୟାଙ୍କକରୁ ଭୁବନେଶ୍ୱର ଆସି ଅବତରଣ କରିବା ପରେ ଜଣେ ଅଣ ଓଡିଆ ଯାତ୍ରୀଙ୍କ ଠାରୁ ଏହି ସୁନା ଜବତ କରିଛି କଷ୍ଟମ ବିଭାଗ । ଆଶ୍ଚର୍ଯ୍ୟୃର କଥା ହେଉଛି ବ୍ୟକ୍ତି ଜଣଙ୍କ କେଜିେ ସୁନାକୁ ଗୋଲି ଆକାରରେ ନିଜ ମଳଦ୍ୱାରରେ ଲୁଚାଇ ଆଣୁଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com