ରାଜନୀତି

କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ସାଂସଦ ଜୟରାମ ପାଙ୍ଗି

ଦୀର୍ଘଦିନର ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ସାଂସଦ ଜୟରାମ ପାଙ୍ଗି। ରାଜ୍ୟ କଂଗ୍ରେସ ଭବନ ଠାରେ ସେ ବିଧିବଦ୍ଧ ଭାବେ ଦଳରେ ଯୋଗ ଦେଇଛନ୍ତି।

ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ଅନ୍ୟାନ ବରିଷ୍ଠ କଂଗ୍ରେସ ନେତାଙ୍କ ଉପସ୍ଥିତିରେ ସେ ଯୋଗ ଦେଇଛନ୍ତି। କଂଗ୍ରେସରେ ମିଶିବା ପରେ ବାପାଙ୍କୁ ମନେ ପକାଇଛନ୍ତି ଜୟରାମ। ବାପାଙ୍କ ଦଳରେ ଯୋଗ ଦେଲି ବୋଲି ସେ କହିଛନ୍ତି। ଆଗକୁ ଦଳର ନେତୃତ୍ୱ ନେବାକୁ ସେ ପ୍ରସ୍ତୁତ ଥିବା କହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com