ଶିକ୍ଷା

ଫର୍ମପୂରଣ ପ୍ରକ୍ରିୟା ଆରମ୍ଭ

+୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପାଇଁ ରେଗୁଲାର୍‌‌ ପିଲାଙ୍କ ଫର୍ମପୂରଣ ପ୍ରକ୍ରିୟା ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି। ଏହା ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ।

ଏହି ସମୟ ମଧ୍ୟରେ ଯେଉଁମାନେ ଫର୍ମ ପୂରଣ କରିବେ ନାହିଁ, ସେମାନେ ଡିସେମ୍ବର ୧ରୁ ୭ ତାରିଖ ମଧ୍ୟରେ ୧୦୦ଟଙ୍କା ଜରିମାନା ଦେଇ ଫର୍ମ ପୂରଣ କରିପାରିବେ। ସମୟସୀମାରେ ଫର୍ମପୂରଣ କରି ନପାରିଲେ, ୪୫୦ଟଙ୍କା ଜରିମାନା ଦେଇ ଡିସେମ୍ବର ୬ ଓ ୭ତାରିଖରେ କରିପାରିବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com