Breaking NewsFeaturedରାଜନୀତି

ପୁଲିସର ଟ୍ରାଫିକ୍‍ କଟକଣା

ଆଜିଠୁ ଷୋଡ଼ଶ ବିଧାନସଭାର ଚତୁର୍ଦ୍ଦଶ ଅଧିବେଶନ ଅର୍ଥାତ୍‌‌ ଶୀତ ଅଧିବେଶନ ଆରମ୍ଭ ହେବ। ଅନ୍ୟପଟେ ଶୀତ ଅଧିବେଶନ ପାଇଁ ବିଧାନସଭା ମାର୍ଗରେ କମିସନରେଟ ପୁଲିସ ପକ୍ଷରୁ ଟ୍ରାଫିକ୍‍ କଟକଣା ଜାରି କରାଯାଇଛି।

ଉକ୍ତ ସଂଲଗ୍ନ ରାସ୍ତାରେ ସର୍ବସାଧାରଣଙ୍କ ଯାତାୟାତ ଉପରେ କଟକଣା ଜାରି କରିଛି। ସେହିପରି ଜୟଦେବ ଭବନ ଠାରୁ ରବୀନ୍ଦ୍ର ମଣ୍ଡପ ଛକ, ରବୀନ୍ଦ୍ର ମଣ୍ଡପ ଛକ ଠାରୁ ୧୨୦ ବାଟାଲିୟନ ଛକ ଯାଏଁ ଲୋକଙ୍କ ଗମନାଗମନ ଉପରେ ପ୍ରତିବନ୍ଧକ ଲଗାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com