ଓଡ଼ିଶା

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଚଣ୍ଡ ବଜ୍ରପାତ ସମ୍ଭାବନା

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଚଣ୍ଡ ବଜ୍ରପାତ ସମ୍ଭାବନା। ଘଡଘଡି ବିଜୁଳି ସହ ଝଡ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ୧୯ ଏବଂ ୨୦ ତାରିଖରେ ପଡିବ ବଡ ପ୍ରଭାବ।

ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ୧୯ ତାରିଖରେ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com