ଓଡ଼ିଶା

ଓଡ଼ିଶା ପାଇଁ ଗୌରବ ଆଣିଥିବା ଜଣେ ପ୍ରେରଣାଦାୟୀ ଟ୍ରାନ୍ସଜେଣ୍ଡର ହେଉଛନ୍ତି ରିତୁଶ୍ରୀ ପାଣିଗ୍ରାହୀ

ଟ୍ରାନ୍ସଜେଣ୍ଡରଙ୍କ ଜୀବନ ସଂଘର୍ଷପୂର୍ଣ୍ଣ। ହେଲେ ଏହି ସଂଘର୍ଷ ଭିତରେ ଏକାକୀ ସମସ୍ତ ପରିସ୍ଥିତିକୁ ସାମ୍ନା କରି ନିଜ ଭବିଷ୍ୟତ ଗଢ଼ିବା ସହ ନିଜ ମାଟି ତଥା ଓଡ଼ିଶା ପାଇଁ ଗୌରବ ଆଣିଥିବା ଜଣେ ପ୍ରେରଣାଦାୟୀ ଟ୍ରାନ୍ସଜେଣ୍ଡର ହେଉଛନ୍ତି ରିତୁଶ୍ରୀ ପାଣିଗ୍ରାହୀ।

ବରଗଡ଼ ଜିଲା ପଦ୍ମପୁରଠାରେ ଜନ୍ମିତ ରିତୁଶ୍ରୀ ଏବେ ଭାରତର ଏକମାତ୍ର ଟ୍ରାନ୍ସଜେଣ୍ଡର ଷ୍ଟାଣ୍ଡଅପ୍‌ କମେଡିଆନ୍‌।

Related Articles

Back to top button