ଅନ୍ୟାନ୍ୟ

ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସୁରଜ ସୂର୍ଯ୍ୟବଂଶୀ

ଭଦ୍ରକ, ୧୧ /୧୦/୨୦୨୨ –   ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ  ସୁରଜ ସୂର୍ଯ୍ୟବଂଶୀ । ପୈତୃକ ଗାଁ ତିହିଡି ମଙ୍ଗରାଜପୁର ଓ ଭଦ୍ରକ ସ୍ଥିତ କୁଆଁସ ବାସଭବନରେ ବାପା ସ୍ବର୍ଗତ ବିଷ୍ଣୁ ସେଠୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ନିରାଡ଼ମ୍ବର ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି  ସୁରଜ । ଏହି ସମୟରେ ତାଙ୍କ ଭଉଣୀ ଉପସ୍ଥିତ  ଥିଲେ ।  ସେପଟେ ବିଜେଡି ଓ କଂଗ୍ରେସ ପକ୍ଷରୁ କେହି ବି ପ୍ରାର୍ଥୀଙ୍କ ନାମ ଘୋଷଣା କରିନାହାନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com