ଜାତୀୟ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ ଭାଜପା ସହ ହାତ ମିଳାଇଛନ୍ତି।

କଂଗ୍ରେସ ଓ ସିପିଆଇଏମ ସପକ୍ଷରେ ଭୋଟ ନ ଦେବାକୁ ମଧ୍ୟ ସେ ଲୋକଙ୍କୁ ଅନୁରୋଧ କରିଛନ୍ତି।ମୁର୍ଶିଦାବାଦରେ ଗୋଟିଏ ନିର୍ବାଚନ ରାଲିକୁ ସମ୍ବୋଧନ କରି ମମତା କହିଛନ୍ତି, ପଶ୍ଚିମବଙ୍ଗରେ କୌଣସି ପ୍ରକାରର ଇଣ୍ଡିଆ ମେଣ୍ଟ ନାହିଁ।

Related Articles

Back to top button
WP Twitter Auto Publish Powered By : XYZScripts.com