ଓଡ଼ିଶା
Trending

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ, ନବୀନ ନିବାସ ନ ଆସିବାକୁ ଅନୁରୋଧ

ଭୁବନେଶ୍ୱର: ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I ଆସନ୍ତା କାଲି ଅକ୍ଟୋବର ୧୬ ତାରିଖ ରବିବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପଡୁଛି ।

ତେବେ ମୁଖ୍ୟମନ୍ତ୍ରୀ Make in Odisha କାର୍ଯ୍ୟକ୍ରମ ପାଇଁ ରବିବାର ହାଇଦ୍ରାବାଦ ଗସ୍ତରେ ଯାଉଥିବାରୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ସେ ଶୁଭେଛୁ ମାନଙ୍କୁ ଅନୁ ରୋଧ ଜଣାଇଛନ୍ତି ।

ଓଡ଼ିଶା ବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସବୁବେଳେ ୠଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି I

Related Articles

Back to top button
WP Twitter Auto Publish Powered By : XYZScripts.com