କ୍ରୀଡ଼ା

ପ୍ରତ୍ୟେକ ବିଜୟ ଖେଳାଳିଙ୍କୁ ମିଳିବ ୫୦ ହଜାର ଟଙ୍କା

ହକି ଇଣ୍ଡିଆର ବଡ଼ ଘୋଷଣା । ଏଣିକି ଖେଳାଳିମାନଙ୍କୁ ମିଳିବ ବାର୍ଷିକ ନଗଦ ପ୍ରୋତ୍ସାହନ । ହକି ଇଣ୍ଡିଆର ସଭାପତି ଦିଲୀପ ତିର୍କି ଏବଂ ସେକ୍ରେଟେରୀ ଜେନେରାଲ ଭୋଲନାଥ ସିଂଙ୍କ ନେତୃତ୍ୱରେ ହକି ଇଣ୍ଡିଆ ଖେଳାଳିଙ୍କୁ ପ୍ରତ୍ୟେକ ବିଜୟ ପାଇଁ ୫୦ ହଜାର ଟଙ୍କା ଏବଂ ସହାୟତା କର୍ମଚାରୀଙ୍କ ପାଇଁ ୨୫ ହଜାର ଟଙ୍କା ପ୍ରଦାନ କରାଯିବ। ଏହି ସହାୟତା ଆର୍ଥିକ ସ୍ଥିତି ଖରାପ ଥିବା ଖେଳାଳିଙ୍କୁ ସହାୟକ ହେବ । ଏକ ସପ୍ତାହ ପୂର୍ବରୁ ହକି ଇଣ୍ଡିଆ ଭାରତୀୟ ଜୁନିୟର ପୁରୁଷ ଦଳର ପ୍ରତ୍ୟେକ ଖେଳାଳିଙ୍କୁ ଜୋହର କପ୍‌ରେ ସଫଳତା ପାଇଁ ଦୁଇ ଲକ୍ଷ ଟଙ୍କା ଏବଂ ସପୋର୍ଟ ଷ୍ଟାଫଙ୍କ ପାଇଁ ଏକ ଲକ୍ଷ ଟଙ୍କା ଘୋଷଣା କରିଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com