Featuredଓଡ଼ିଶାଜାତୀୟ

ଓଡ଼ିଶାର ଦୁଇ ନର୍ସଙ୍କୁ ରାଷ୍ଟ୍ରପତିଙ୍କ ଫ୍ଲୋରେନ୍ସ ନାଇଟଏଙ୍ଗେଲ ପୁରସ୍କାର

ଉଲ୍ଲେଖନୀୟ ଅବଦାନ ପାଇଁ ନର୍ସ ମାନଙ୍କୁ ଫ୍ଲୋରେନ୍ସ ନାଇଟଏଙ୍ଗେଲ ସମ୍ମାନରେ ସମ୍ମାନୀତି କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଏହି ସମ୍ମାନଜନ ଉପାଧୀ ପ୍ରଦାନ କରାଯାଇଛି । ବ୍ରିଟିଶ ନର୍ସ ଫ୍ଲୋରେନ୍ସ ନାଇଟଏଙ୍ଗେଲଙ୍କ ସମାନର୍ଥେ ସ୍ୱାସ୍ଥ୍ୟସେବାରେ ଉଲ୍ଲେଖନୀୟ ଯୋଗଦାନ କରିଥିବା ନର୍ସମାନଙ୍କୁ ଏହି ସମ୍ମାନଜନକ ଉପାଧି ପ୍ରଦାନ କରାଯାଇଥାଏ । ଚଲିତ ଥର ଜଗତସିଂହପୁର DDHରେ କାର୍ଯ୍ୟରତ ଖୁଲାନା ବାରିକ ଓ ବ୍ରହ୍ମପୁର ଶୀତଳାପଲ୍ଲୀ କୋଭିଡ ହସ୍ପିଟାଲରେ କାର୍ଯ୍ୟରତ ନର୍ସ ଶିବାନୀ ଦାଶଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଫ୍ଲୋରେନ୍ସ ନାଇଟଏଙ୍ଗେଲ ସମ୍ମାନରେ ସମ୍ମାନୀତି କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com