ଓଡ଼ିଶା

ଖସିବ ପାରଦ ବଢିବ ଶୀତ

ରାଜ୍ୟର ବିଭିନ୍ନ ସ୍ଥାନରେ ଆଜିଠୁ ବଢିପାରେ ଶୀତ । ଉତ୍ତର ଆଭ୍ୟନ୍ତରୀଣ ଓଡିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ସ୍ୱାଭାବିକଠାରୁ କମ୍‌ ତାପମାତ୍ରା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । କିଛି ସ୍ଥାନରେ ଶୀତ ସାମାନ୍ୟ ବଢିବ ବୋଲି ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କରିଛନ୍ତି । ସେହିଭଳି ବୁଧବାର ସକାଳେ କିଛି ସ୍ଥାନରେ ମଧ୍ୟମ ଧରଣର କୁହୁଡି ଦୃଶ୍ୟମାନ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com