ଓଡ଼ିଶା

ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ମିଳିଛି ନୂଆ ଦାୟିତ୍ୱ

ରାଜ୍ୟର ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ମିଳିଛି ନୂଆ ଦାୟିତ୍ୱ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ପାଇଛନ୍ତି ସୁରେଶ। ଏଥିସହିତ ସୁରେଶଙ୍କୁ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ଅଧ୍ୟକ୍ଷ ପଦରୁ ଅବ୍ୟାହତି ଦିଆଯାଇଛି।

ସେହିପରି ସିଏମଓ ମୁଖ୍ୟ ପରାମର୍ଶଦାତା ଅତିରିକ୍ତ ଦାୟିତ୍ୱରୁ ଆର. ବାଲକ୍ରିଷ୍ଣନଙ୍କୁ ମୁକ୍ତି ଦିଆଯାଇଛଛି। ତେବେ ବାଲକ୍ରିଷ୍ଣନ ସ୍ପେଶାଲ ଇନିସିଏଟିଭ୍ ମୁଖ୍ୟ ପରାମର୍ଶଦାତା ଦାୟିତ୍ୱରେ ରହିବେ।

Related Articles

Back to top button
WP Twitter Auto Publish Powered By : XYZScripts.com