Featuredଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଶ୍ରୀମନ୍ଦିରରେ ପଇତାଲାଗି ନୀତି ପାଇଁ ଅପରାହ୍ଣରୁ ରାତି ୯ଟା ଯାଏ ସର୍ବସାଧାରଣ ଦର୍ଶନ

୧୯ ତାରିଖ ଶନିବାର ମାର୍ଗଶିର-କୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ଣ ୫ଟା ରୁ ରାତ୍ର୯ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନ‌ା ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com