ଜାତୀୟ

ଇଡିରେ ହାଜର ହୋଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ

ଇଡିରେ ହାଜର ହୋଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ। ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ସେ ଇଡିରେ ହାଜର ହୋଇଥିବା ଜଣାଯାଇଛି।

ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ହାଜର ହେବାକୁ ଇଡି ଫେବ୍ରୁଆରୀ ୧୭ ତାରିଖରେ ନୋଟିସ କରିଥିଲା। ସ୍ୱାସ୍ଥ୍ୟଗତ ସମସ୍ୟା ଜଣାଇ ସେ ଇଡିରେ ହାଜର ହେବାକୁ ଓକିଲ ଜରିଆରେ ସମୟ ମାଗିଥିଲେ ପ୍ରଫୁଲ୍ଲ । ପରବର୍ତ୍ତୀ ସମୟରେ ପୁଣି ଇଡି ପ୍ରଫୁଲ୍ଲଙ୍କୁ ହାଜର ହେବାକୁ ନୋଟିସ କରିଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com