Featuredଜାତୀୟ

ମୋଦୀଙ୍କୁ ହତ୍ୟା ଧମକ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମିଳିଛି ହତ୍ୟା ଧମକ ।  ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ପର୍କରେ ମୁମ୍ବାଇ ଟ୍ରାଫିକ ପୋଲିସକୁ ଏକ ଧମକପୂର୍ଣ୍ଣ କଲ୍ ଆସିଥିଲା, ଯାହା ପରେ ଉତ୍ତେଜନା ପ୍ରକାଶ ପାଇଥିଲା । ସେହିପରି କଲ୍ ବ୍ୟତୀତ ମୁମ୍ବାଇ ଟ୍ରାଫିକ ପୋଲିସକୁ ଏକ ଧମକପୂର୍ଣ୍ଣ ମେସେଜ ଆସିଥିଲା । ପ୍ରଧାନମନ୍ତ୍ରୀଙ୍କ ସହ ଜଡ଼ିତ ଏହି ଧମକ ମିଳିବା ପରେ ମୁମ୍ବାଇର ୱର୍ଲି ଥାନାରେ ଏକ ଲିଖିତ ଅଭିଯୋଗ ହୋଇଛି । ସମ୍ପୃକ୍ତ ଘଟଣାରେ ପୋଲିସ ତଦନ୍ତ ଆରମ୍ଭ କରିଛି । ଏହା ସହିତ ସାଇବର ଟିମ ମଧ୍ୟ ସତର୍କ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com