Featuredଅନ୍ତର୍ଜାତୀୟଓଡ଼ିଶାଜାତୀୟ

ଭୁବନେଶ୍ୱରରୁ ବିଦେଶକୁ ଉଡ଼ିବ ସିଧାସଳଖ ବିମାନ

ଭୁବନେଶ୍ୱରରୁ ବିଦେଶକୁ ସିଧାସଳଖ ଉଡ଼ିବ ବିମାନ । ବିମାନ ଚଳାଚଳ ପାଇଁ ରାଜ୍ୟ ସରକାର ଟେଣ୍ଡର ଆହ୍ୱାନ କରିଛନ୍ତି । ସିଙ୍ଗାପୁର, ବ୍ୟାଙ୍କକ୍‌, ଦୁବାଇକୁ ବିମାନ ସେବା ପାଇଁ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଟେଣ୍ଡର ଆହ୍ୱାନ କରାଯାଇଛି । ଟେଣ୍ଡର ଦାଖଲ ପାଇଁ ଆସନ୍ତା ୨୮ ତାରିଖକୁ ସମୟ ଧାର୍ଯ୍ୟ କରାଯାଇଛି । ସପ୍ତାହକୁ ୩ ଦିନ ବିମାନ ଚଳାଚଳ ପାଇଁ ଟେଣ୍ଡର ଆହ୍ୱାନ ହୋଇଛି । ଆଗ୍ରହୀ ବିମାନସେବା କମ୍ପାନୀ ଏଥିପାଇଁ କରିପାରିବେ ଆବେଦନ । ବିମାନ ଚଳାଚଳକୁ ପ୍ରୋତ୍ସାହନ ଦେବା ପାଇଁ ବିମାନ ଇନ୍ଧନ ଉପରୁ ରାଜ୍ୟ ସରକାର ଟିକସ ଛାଡ଼ କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com