ବାଣିଜ୍ୟ

କେନ୍ଦୁପତ୍ରରୁ ଜିଏସ୍‌ଟି ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଚିଠି

କେନ୍ଦ୍ରୁପତ୍ରରୁ ଜିଏସ୍‌ଟି ପ୍ରତ୍ୟାହାର ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି । କେନ୍ଦୁପତ୍ର ଉପରେ ଲାଗିଛି ୧୮ ପ୍ରତିଶତ ଜିଏସ୍‌ଟି । ଯାହା ଦ୍ୱାର ପ୍ରଭାବିତ ହେଉଛନ୍ତି ତୋଳାଳି ।ଏହିକ୍ରମରେ ଶନିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି । ଏହି ଚିଠିରେ କେନ୍ଦୁପତ୍ରରେ ଉପରେ ଲାଗିଥିବା ୧୮ ପ୍ରତିଶତ ଜିଏସ୍‌ଟିକୁ ପ୍ରତ୍ୟାହାର ପାଇଁ ଅନୁରୋଧ କରିଛନ୍ତି । ଯାହାଦ୍ୱାର ଅନେକ କେନ୍ଦୁପତ୍ର ତୋଳାଳି ଲାଭବାନ ହେବେ ବୋଲି କହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com