Featuredଓଡ଼ିଶାରାଜନୀତି

ଓଡିଶା ଆସୁଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଓଡିଶା ନିର୍ମାଣ କନକ୍ଲେଭରେ ଯୋଗଦେବା ସହ କରିବେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା

ଭୁବନେଶ୍ୱର: ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆସନ୍ତା କଲି ଓଡ଼ିଶା ଆସୁଛନ୍ତି । ଏହି ପରିଦର୍ଶନ ସମୟରେ କେନ୍ଦ୍ରମନ୍ତ୍ରୀ ଓଡିଶା ନିର୍ମାଣ କନକ୍ଲେଭ-୨୨ ରେ ଯୋଗଦାନ କରିବେ।

ମନ୍ତ୍ରୀ ମଧ୍ୟ ପୂର୍ବ ତଟ ରେଳପଥ ମୁଖ୍ୟାଳୟ ରେଳ ସଦନ, ଚନ୍ଦ୍ରଶେଖରପୁର ଠାରେ ରେଳପଥ ଅଧିକାରୀ ମାନଙ୍କ ସହିତ ଓଡ଼ିଶାରେ ଚାଲୁ ରହିଥିବା ରେଳ ପ୍ରକଳ୍ପ ଏବଂ ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟ ଗୁଡିକର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।

Related Articles

Back to top button