Featuredଓଡ଼ିଶାରାଜନୀତି

ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ବିଧାନସଭାରେ ହଟ୍ଟଗୋଳ ଓ ନାରାବାଜି

ବିଧାନସଭା ଅଧିବେଶନର ଚତୁର୍ଥ ଦିନ ଆରମ୍ଭରୁ ଦେଖିବାକୁ ମିଳଥିଲା ହୋହଲ୍ଲା ପରିସ୍ଥିତି । ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ବିଧାନସଭାରେ ହଟ୍ଟଗୋଳ ଓ ନାରାବାଜି । ଉଭୟ ବିଜେପି ଓ କଂଗ୍ରେସ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ ଉଠାଇ ଶାସକ ବିଜେଡିକୁ ଘେରିଥିଲେ । ସ୍ଥିତି ଏମିତି ହୋଇଥିଲା ଯେ, ଗୃହ ମୁଲତବୀ କରିଥିଲେ ବାଚସ୍ପତି । ୧୧.୩୦ ଯାଏଁ ଗୁହକୁ ମୁଲତବୀ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com