Featuredଓଡ଼ିଶାରାଜନୀତି

ପଦ୍ମପୁରରେ ୩ ବିଜେଡି କର୍ମୀଙ୍କ ଘରେ କେନ୍ଦ୍ରୀୟ ଟିମ୍ ପକ୍ଷରୁ ରେଡ୍ !

ଆଜି ସକାଳୁ ସକାଳୁ କେନ୍ଦ୍ରୀୟ ଟିମ୍ ପକ୍ଷରୁ ପଦ୍ମପୁରରେ ୩ ବିଜେଡି କର୍ମୀଙ୍କ ଘରେ ରେଡ୍ ହୋଇଥିବା ଜଣାପଡ଼ିଛି। ପଦ୍ମପୁର ବହିଦାର ପଡାର ମହମ୍ମଦ ସାଜିଦ୍, ସାହୁପଡାର ମାନଭଞ୍ଜନ ସାହୁ ଓ ବଡପଡାର ଗଜୁ ଅଗ୍ରୱାଲଙ୍କ ଘରେ ଚଢଉ ଚାଲିଛି। ଘଟଣାସ୍ଥଳରେ CRPF ଯବାନ ମୁତୟନ ହୋଇଛନ୍ତି। ଗତକାଲି ବରଗଡ଼ ସୋହେଲାରେ ଜଣେ ବିଜେପି କର୍ମୀଙ୍କ ଘରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ନରେନ୍ଦ୍ର ସିଂ ତୋମାର ଭୋଜନ କରିବା ସମୟରେ ଜଣେ ବ୍ୟକ୍ତି ସେମାନଙ୍କର ଫଟୋ ଉଠାଇବାକୁ ଉଦ୍ୟମ କରିଥିଲେ। ସେପଟେ ଏହି ଘଟଣାର ଦିନକ ପରେ ପଦ୍ମପୁରରେ ୩ ବିଜେଡି କର୍ମୀଙ୍କ ଘରେ ଚଢ଼ଉ ହୋଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com