ଓଡ଼ିଶା

ଶୀତରେ ଥରୁଛି ସାରା ଓଡ଼ିଶା

ଜଳୀୟବାଷ୍ପ ପୂର୍ଣ୍ଣ ବାୟୁର ପ୍ରବାହ ହ୍ରାସ ଓ ମେଘମୁକ୍ତ ଆକାଶ ଫଳରେ ରାଜ୍ୟରେ ଜାରି ରହିଛି ଶୀତ ଲହରୀ । ପ୍ରଭାବରେ ଶୀତରେ ଥରୁଛି ସାରା ଓଡ଼ିଶା । ଗତ ୨୪ଘଣ୍ଟାରେ କୋରାପୁଟର ଶିମିଳିଗୁଡ଼ାରେ ସର୍ବନିମ୍ନ ୭.୬ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ୧୦ଡିଗ୍ରୀ ତଳେ ରହିଛି ଫୁଲବାଣୀର ପାରା । ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୨୦ ଡିଗ୍ରୀ ତଳେ ରହିଛି । ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖାଉଛି ସହ ଯାତାୟତ ପ୍ରଭାବିତ ହେଉଛି । ଯାତାୟତ ସମୟରେ ସତର୍କତା ଅବଲମ୍ବନ ପାଇଁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ଆସନ୍ତା ୫ଦିନ ଯାଏଁ ସମାନ ପାଗ ଜାରି ରହିବ ।

Related Articles

Back to top button
WP Twitter Auto Publish Powered By : XYZScripts.com