ଶିକ୍ଷା

ମହାବିଦ୍ୟାଳୟ ନଥିବା ୧୮ଟି ବ୍ଲକ୍‌ରେ ଖୋଲିବ +୩ ମହାବିଦ୍ୟାଳୟ

ମହାବିଦ୍ୟାଳୟ ନଥିବା ୧୮ଟି ବ୍ଲକ୍‌ରେ ଖୋଲିବ +୩ ମହାବିଦ୍ୟାଳୟ। କଳା ବିଭାଗରେ ଛାତ୍ରଛାତ୍ରୀମାନେ ଏଠାରେ ଅଧ୍ୟୟନ କରିପାରିବେ।

୨୦୨୪-୨୫ ଶିକ୍ଷାବର୍ଷରୁ ଶିକ୍ଷାଦାନ ପ୍ରକ୍ରିୟା ଆରମ୍ଭ ହେବ। ଶିକ୍ଷାରେ ସମାନତା ଓ ଉତ୍କର୍ଷ ଆଣିବା ସହ ସୁଦୂରପ୍ରସାରୀ କରିବା ପାଇଁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com