Featuredଓଡ଼ିଶା

ପୁଣି ମାସେ ବଢ଼ିଲା ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଅବଧି

ପୁଣି ମାସେ ବଢ଼ିଲା ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଅବଧି । ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର । ୧,୨,୩,୪ ନମ୍ବର ପାଇଁ ଆଉ ମାସେ ସମୟସୀମା ବୃଦ୍ଧି କରାଯାଇଛି । ଡିସେମ୍ବର ୩୧ ଯାଏଁ ସମୟ ବୃଦ୍ଧି ନେଇ ସତ୍ୟପାଠରେ ଉଲ୍ଲେଖ କରାଯାଇଛି । ବୁକିଂ ହୋଇଥିଲେ କୌଣସି କାର୍ଯ୍ୟାନୁଷ୍ଠାନ ହେବନି ବୋଲି କୁହାଯାଇଛି । ସରକାରଙ୍କ ସତ୍ୟପାଠ ପରେ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ ।

 

Related Articles

Back to top button
WP Twitter Auto Publish Powered By : XYZScripts.com