ଓଡ଼ିଶା

ରାଜ୍ୟରେ କମୁଛି କରୋନା ସଂକ୍ରମଣ ,୨୪ ଘଣ୍ଟାରେ ୧୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର  : ରାଜ୍ୟର ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୦୧ ଜଣକୁ ବୃଦ୍ଧି ପାଇଛି ।  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ୭୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୪୩ଜଣ ସୁସ୍ଥ ହୋଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com