ଓଡ଼ିଶା

ବରିଷ୍ଠ ନାଗରିକଙ୍କୁ ଆଧ୍ଯାତ୍ମିକ ଯାତ୍ରାର ଦିବ୍ଯ ଅନୁଭୂତି

ବରିଷ୍ଠ ନାଗରିକଙ୍କୁ ଆଧ୍ଯାତ୍ମିକ ଯାତ୍ରାର ଦିବ୍ଯ ଅନୁଭୂତି । ରାଜ୍ଯ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଆଜି ତୀର୍ଥଯାତ୍ରାରେ ଯାଉଛନ୍ତି ୬ ଜିଲ୍ଲାର ବରିଷ୍ଠ ନାଗରିକ ।

ପୁରୀ, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂପୁର ଓ କେନ୍ଦ୍ରାପଡା ଜିଲ୍ଲାର ୯୬୦ ଜଣ ବରିଷ୍ଠ ନାଗରିକ ତୀର୍ଥଯାତ୍ରାରେ ବାହାରିଛନ୍ତି ।ସମସ୍ତେ ଭୁବନେଶ୍ବର ରେଳ ଷ୍ଟେସନରୁ ତିରୁପତି-ଭେଲୋର ଅଭିମୁଖେ ସ୍ବତନ୍ତ୍ର ଟ୍ରେନରେ ଯାତ୍ରା ଆରମ୍ଭ କରିଛନ୍ତି । ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ତୀର୍ଥଯାତ୍ରାର ଶୁଭାରମ୍ଭ କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com