କ୍ରୀଡ଼ା

କ୍ରିକେଟ ପ୍ରଶଂସକଙ୍କ ସବୁଠାରୁ ବଡ ପର୍ବ ଅର୍ଥାତ୍‌ ଆଇପିଏଲ ଆରମ୍ଭ ହେବାକୁ ଯାଉଛି

କ୍ରିକେଟ ପ୍ରଶଂସକଙ୍କ ସବୁଠାରୁ ବଡ ପର୍ବ ଅର୍ଥାତ୍‌ ଆଇପିଏଲ ଆରମ୍ଭ ହେବାକୁ ଯାଉଛି। ତେବେ ଦୁନିଆର ଏହି ସବୁଠୁ ବଡ କ୍ରିକେଟ ଲିଗ ଆରମ୍ଭ ପୂର୍ବରୁ ଅନେକ ଖେଳାଳି ଆହତ ହେଉଛନ୍ତି।

ଗତ ଏକ ମାସ ମଧ୍ୟରେ ତିନିଜଣ ଖେଳାଳି ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ବେଳେ ବର୍ତ୍ତମାନ ବାଇକ ଦୁର୍ଘଟଣାରେ ଅଷ୍ଟ୍ରେଲିଆର କ୍ୟାମେରନ ବାନକ୍ରଫ୍ଟ ଗୁରୁତର ଆହତ ହୋଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com