ଜୀବନଶୈଳୀ

୨୦୨୩ରେ ପଦ୍ମପୁର ଜିଲ୍ଲା ସ୍ୱପ୍ନ ସାକାର ହେବ

ଭୁବନେଶ୍ୱର, ୦୨/୧୨/୨୦୨୨-   ୨୦୨୩ରେ ପଦ୍ମପୁର ଜିଲ୍ଲା ସ୍ୱପ୍ନ ସାକାର ହେବ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର ପ୍ରଚାରରେ ଜନସଭାକୁ ସମ୍ବୋଧିତ କରି ଏପରି ପ୍ରତିଶ୍ରୁତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରତିଶ୍ରୁତି ପରେ ପଦ୍ମପୁରବାସୀଙ୍କ ଭିତରେ ଖୁସିର ଲହରି ଖେଳିଯାଇଛି । ପଦ୍ମପୁର ନିର୍ବାଚନୀ ସଭାରେ ପ୍ରବଳ ଜନସମାଗମ ଦେଖା ଦେଇଥିଲା । ମୁଖ୍ୟମନ୍ତ୍ରୀ ନିଜ ଉଦବୋଧନରେ ଗଙ୍ଗାଧର ମାଟିକୁ ପ୍ରଣାମ ଜଣାଇଥିଲେ । ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ ସେଠାରେ ପ୍ରଚାର କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com