Featuredଓଡ଼ିଶାରାଜନୀତି

ପଦମପୁରରେ ନବୀନ

ପଦମପୁର : ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ପହଞ୍ଚିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।  ଜୟ ନୃସିଂହନାଥରୁ ଭାଷଣ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଗଙ୍ଗାଧର ମେହରଙ୍କ ପବିତ୍ର ମାଟିକୁ ପ୍ରଣାମ ଜଣାଇଲେ ନବୀନ । ଖାଲି ଏତିକି ନୁହେଁ ପଦମପୁରବାସୀଙ୍କୁ ଜୁହାର ଜଣାଇବା ସହ ଆପଣଙ୍କ ସୁଖ ଦୁଃଖରେ ମୁଁ ସବୁବେଳେ ସାମିଲ ହୋଇଛି ବୋଲି କହିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com